ଅନନ୍ତ ନାୟକ
ଭାରତୀୟ ରାଜନୀତିଜ୍ଞ
ଅନନ୍ତ ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରୁଛନ୍ତି । ୧୯୯୯, ୨୦୦୪ ଓ ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ କେନ୍ଦୁଝର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ, ୧୩ଶ, ୧୪ଶ ଓ ୧୮ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଅନନ୍ତ ନାୟକ | |
---|---|
ସାଂସଦ: ୧୮ଶ ଲୋକ ସଭା | |
କାର୍ଯ୍ୟକାଳ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ଚନ୍ଦ୍ରାଣି ମୁର୍ମୁ |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ସାଂସଦ: ୧୩ଶ, ୧୪ଶ ଲୋକ ସଭା | |
କାର୍ଯ୍ୟକାଳ ୧୯୯୯ – ୨୦୦୯ | |
ପୂର୍ବ ଅଧିକାରୀ | ଉପେନ୍ଦ୍ରନାଥ ନାୟକ |
ପର ଅଧିକାରୀ | ଯଶବନ୍ତ ନାରାୟଣ ସିଂ ଲାଗୁରି |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | କେନ୍ଦୁଝର, ଓଡ଼ିଶା | ୧ ମଇ ୧୯୬୯
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଲବଙ୍ଗଲତା ନାୟକ |
ବୃତ୍ତି | ରାଜନୀତିଜ୍ଞ |
22 September, 2006 ସୁଦ୍ଧା ଆଧାର: [୧] |
ରାଜନୈତିକ ଜୀବନ
ଅନନ୍ତ ନାୟକ ଭାରତୀୟ ଜନତା ପାର୍ଟିର ରାଜନେତା ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ କେନ୍ଦୁଝର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ।[୧] ଏହି ନିର୍ବାଚନରେ, ସେ ସମୁଦାୟ ୫,୭୩,୯୨୩ ଖଣ୍ଡ ଭୋଟ ପାଇଥିଲେ ଏବଂ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦୁଙ୍କୁ ୯୭,୦୪୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨]
ଆଧାର
🔥 Top keywords: ପ୍ରଧାନ ପୃଷ୍ଠାମୋହନ ଚରଣ ମାଝୀମନମୋହନ ସାମଲବିଶେଷ:ଖୋଜନ୍ତୁଲକ୍ଷ୍ମୀକାନ୍ତ ମହାପାତ୍ରଗଙ୍ଗାଧର ମେହେରଗୋପବନ୍ଧୁ ଦାସଓଡ଼ିଆ ଭାଷାରଜମଧୁସୂଦନ ଦାସଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରସାରଳା ଦାସବନ୍ଦେ ଉତ୍କଳ ଜନନୀକୋଣାର୍କ ସୂର୍ଯ୍ୟ ମନ୍ଦିରଜଗନ୍ନାଥ ଦାସhjek3ମହାତ୍ମା ଗାନ୍ଧୀଦ୍ୱିତୀୟ ବିଶ୍ୱଯୁଦ୍ଧକୃଷ୍ଣଚନ୍ଦ୍ର ପାଣିଗ୍ରାହୀଉପେନ୍ଦ୍ର ଭଞ୍ଜଓଡ଼ିଆ ସାହିତ୍ୟସୁରେନ୍ଦ୍ର ମହାନ୍ତିପ୍ରତିଭା ରାୟଅନନ୍ତ ପଟ୍ଟନାୟକଓଡ଼ିଶାକୁନ୍ତଳା କୁମାରୀ ସାବତମୁଦ୍ରା ଚିହ୍ନଭି. କାର୍ତ୍ତିକେୟ ପାଣ୍ଡିଆନwiki.phtmlପଠାଣି ସାମନ୍ତଲିଙ୍ଗରାଜ ମନ୍ଦିରମଧୁସୂଦନ ରାଓରାଧାନାଥ ରାୟଜଗନ୍ନାଥବିଶେଷ:ନଗଦବଦଳସଚ୍ଚିଦାନନ୍ଦ ରାଉତରାୟଭାରତସିକ୍ଲ ସେଲ୍ ରୋଗ