କଳ୍କୀ ଅବତାର

୧୯୯୯ର ଓଡ଼ିଆ କଥାଚିତ୍ର

କଳ୍କୀ ଅବତାର,୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଶାନ୍ତ ନନ୍ଦ । ହର ପଟ୍ଟନାୟକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

କଳ୍କୀ ଅବତାର
ନିର୍ଦ୍ଦେଶକହର ପଟ୍ଟନାୟକ
ପ୍ରଯୋଜକପ୍ରଶାନ୍ତ ମହାପାତ୍ର
ସଂଳାପସୁବୋଧ ପଟ୍ଟନାୟକ
ଚିତ୍ରନାଟ୍ୟହର ପଟ୍ଟନାୟକ
କାହାଣୀହର ପଟ୍ଟନାୟକ
କଳାକାରଉତ୍ତମ ମହାନ୍ତି
ଅପରାଜିତା ମହାନ୍ତି
ସିଦ୍ଧାନ୍ତ ମହାପାତ୍ର
ରଚନା ବାନାର୍ଜୀ
ସମ୍ପାଦକଦେବେନ ମିଶ୍ର[୧][୨]
ମୁକ୍ତିଲାଭ ତାରିଖ
୯ ଅପ୍ରେଲ ୧୯୯୯ [୩]
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର ଓ ରଚନା ବାନାର୍ଜୀ । ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଦେବୁ ବୋଷ, ହର ପଟ୍ଟନାୟକ, ଜୟୀରାମ ସାମଲ ଆଦି କଳାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟରେ

ଆଧାର

ବାହାର ଆଧାର