କୀର୍ତ୍ତନ ବିହାରୀ ମହାନ୍ତି

ଓଡ଼ିଆ ରାଜନୀତିଜ୍ଞ

କୀର୍ତ୍ତନ ବିହାରୀ ମହାନ୍ତି ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

କୀର୍ତ୍ତନ ବିହାରୀ ମହାନ୍ତି
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀନୀଳଗିରି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

କୀର୍ତ୍ତନ ବିହାରୀ ମହାନ୍ତି ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର