ଥ୍ୟାଙ୍କ ୟୁ ଭଗବାନ

୨୦୦୬ର ଓଡ଼ିଆ କଥାଚିତ୍ର


ଥ୍ୟାଙ୍କ ୟୁ ଭଗବାନ, ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ବିଜୟ କନ୍ଦୋଇ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ ।[୧] ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ ସୁବୋଧ ପଟ୍ଟନାୟକ । ହର ପଟ୍ଟନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ଥ୍ୟାଙ୍କ ୟୁ ଭଗବାନ
ନିର୍ଦ୍ଦେଶକହର ପଟ୍ଟନାୟକ
ପ୍ରଯୋଜକବିଜୟ କାଣ୍ଡୋଇ
ସଂଳାପସୁବୋଧ ପଟ୍ଟନାୟକ
ଚିତ୍ରନାଟ୍ୟହର ପଟ୍ଟନାୟକ
କାହାଣୀବିଜୟ କାଣ୍ଡୋଇ
କଳାକାରଅନୁଭବ ମହାନ୍ତି, ବର୍ଷା ପ୍ରିୟଦର୍ଶିନୀ, ଦେବୁ ବୋଷ, ପ୍ରଦ୍ୟୁମ୍ନ ଲେଙ୍କା
ସଙ୍ଗୀତମନ୍ମଥ ମିଶ୍ର
ମୁକ୍ତିଲାଭ ତାରିଖ
୧୧ ଜୁନ ୨୦୦୬
ଦେଶ ଭାରତ
ଭାଷାଓଡ଼ିଆ
ଖର୍ଚ୍ଚIndian Rupee ₹ ୧କୋଟି ୧୦ଲକ୍ଷ ୨୫ହଜାର

ଅଭିନୟ

ଗୀତ ଓ ସଙ୍ଗୀତ

ଆଧାର

ବାହାର ଆଧାର