ଦିୱାନା

୨୦୧୦ର ଓଡ଼ିଆ କଥାଚିତ୍ର

ଦିୱାନା, ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ କନ୍ଦୋଇ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ ।[୧] ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ମଳୟ ମିଶ୍ର ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।

ଦିୱାନା
ନିର୍ଦ୍ଦେଶକଅଶୋକ ପତି
ପ୍ରଯୋଜକବିଜୟ କନ୍ଦୋଇ
ସଂଳାପରଣଜିତ ପଟ୍ଟନାୟକ
ଚିତ୍ରନାଟ୍ୟଅଶୋକ ପତି, ରଣଜିତ ପଟ୍ଟନାୟକ
କାହାଣୀବିଜୟ କନ୍ଦୋଇ
କଳାକାରଅନୁଭବ ମହାନ୍ତି, ବର୍ଷା ପ୍ରିୟଦର୍ଶିନୀ, ପପୁ ପମ ପମ, ମିହିର ଦାସ, ସମରେଶ ରାଉତରାୟ, ମୀନକେତନ
ସଙ୍ଗୀତମଳୟ ମିଶ୍ର
ଚିତ୍ରଗ୍ରହଣସୀତାଂଶୁ ମହାପାତ୍ର
ସମ୍ପାଦକସୁକୁମାର ମଣି
ମୁକ୍ତିଲାଭ ତାରିଖ
୧୪ ଅକ୍ଟୋବର ୨୦୧୦
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀ । ପପୁ ପମ ପମ, ମିହିର ଦାସ, ସମରେଶ ରାଉତରାୟ, ମୀନକେତନ, ଶକ୍ତି ବରାଳ, ଚୌଧୁରୀ ଜୟପ୍ରକାଶ ଦାସ, ସରୋଜ ଦାସ, ବିଜୟ ମହାନ୍ତି, ପିଣ୍ଟୁ ନନ୍ଦ, ଜୀବନ ପଣ୍ଡା, ରୁନୁ ପରିଜା, ପପି ସନ୍ତୁକ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।

ଅଭିନୟ

କାହାଣୀ

ଗୀତ ଏବଂ ସଙ୍ଗୀତ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର । ନିର୍ମଳ ନାୟକ, ଅରୁଣ ମନ୍ତ୍ରୀ, ବସନ୍ତରାଜ ସାମଲ ଆଦି ଗୀତିକାରମାନେ ଏହି କଥାଚିତ୍ରଟିରେ ଗୀତରଚନା କରିଥିଲେ । କ୍ରିଷ୍ଣା, ଇରା ମହାନ୍ତି, ଉଦିତ ନାରାୟଣ, ବିନୋଦ ରାଠୋଡ, ବାବୁଲ ସୁପ୍ରିଓ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ

କ୍ରମଗୀତସମୟ
1."ନେ ନେ ନେ ରଙ୍ଗ ଟିକେ ଦେଲି" 
2."ଆକାଶେ ପବନ ପବନରେ ଚିଠି" 
3."ଭୁଲି ପାରୁନାହିଁ" 
4."ଆମ ଭିତରେ କଛି ଅଛି" 
5."ଦେହ ଦରଜ ହେଲାଣୀ" 
6."ଆ କ‌ହୁଚି ତ‌ତେ ଗୋଟେ କାହାଣୀ ଥିଲା" 

ଆଧାର

ବାହାର ଆଧାର