ବନ୍ଦିନୀ

୨୦୨୩ ଓଡ଼ିଆ କଥାଚିତ୍ର

ବନ୍ଦିନୀ ୨୦୨୩ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କ୍ଷୀରୋଦ ପଟ୍ଟନାୟକ ।[୧] ଜନ୍ମେଜୟ ପଣ୍ଡା ଏହି କଥାଚିତ୍ରିଟିର କାହାଣୀ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ପିନୁ ନାୟକ ।[୨] ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।

ବନ୍ଦିନୀ
ନିର୍ଦ୍ଦେଶକପିନୁ ନାୟକ
ପ୍ରଯୋଜକକ୍ଷୀରୋଦ ପଟ୍ଟନାୟକ
କାହାଣୀଜନ୍ମେଜୟ ପଣ୍ଡା
କଳାକାରସୁଭାଶିଷ ଶର୍ମା
ରିୟା ଦେ
ସଙ୍ଗୀତଅଭିଜିତ ମଜୁମଦାର
ମୁକ୍ତିଲାଭ ତାରିଖ
୧୯ ଫେବୃଆରୀ ୨୦୨୩
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସୁଭାଶିଷ ଶର୍ମା ଓ ରିୟା ଦେ ।[୩] ବବି ମିଶ୍ର, ସରୋଜ ଦାସ, ଶୁଭ୍ରାଂଶୁ ନାୟକ, ଥିନ୍, ମନୀଷା ରଥ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୨] ଏହି କଥାଚିତ୍ରଟି ୨୦୨୩ ମସିହାର ଫେବୃଆରୀ ୧୯ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା ।[୧]

ଅଭିନୟ

କାହାଣୀ

ଗୀତ ଏବଂ ସଙ୍ଗୀତ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର[୫] ଗୀତିକାର ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।[୨] ସ୍ୱୟମ ପାଢ଼ୀ, ଅନ୍ତରା ଚକ୍ରବର୍ତ୍ତୀ, ଅଭିଜିତ ମଜୁମଦାର, ଏସ୍. ଜିତୁ, ଲିପ୍ସା, ସସ୍ମିତା ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।[୧]

ଗୀତ

କ୍ରମଗୀତଗାୟକସମୟ
1."ବନ୍ଦିନୀ"ସ୍ୱୟମ ପାଢ଼ୀ, ଅନ୍ତରା ଚକ୍ରବର୍ତ୍ତୀ 
2."ହୋଲିରେ ହୋଲି"ଅଭିଜିତ ମଜୁମଦାର, ଏସ୍. ଜିତୁ, ଲିପ୍ସା, ସସ୍ମିତା 

ଆଧାର

ବାହାର ଆଧାର