ବରୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ବରୀ (କ୍ରମିକ ସଂଖ୍ୟା: ୪୯) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧]ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବରୀ ବ୍ଳକ, ରସୁଲପୁର ବ୍ଳକର କିଛି ଅଞ୍ଚଳ ଓ ଯାଜପୁର ବ୍ଳକର କିଛି ଅଞ୍ଚଳ ।[୨][୩]

ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪):୧,୯୨,୧୧୨
ଜିଲ୍ଲା:ଯାଜପୁର
ଲୋକ ସଭା ନିର୍ବାଚନ ମଣ୍ଡଳୀ:ଯାଜପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବାଶିଷ ନାୟକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିଶ୍ୱରଞ୍ଜନ ମଲ୍ଲିକଙ୍କଠାରୁ ୭୧୭୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବାଶିଷ ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନବକିଶୋର ସାମଲଙ୍କଠାରୁ ୧୧,୭୬୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ

୨୦୦୯ ବିଧାନ ସଭା ନିର୍ବାଚନ, ବରୀ [୬]
ରାଜନୈତିକ ଦଳପ୍ରାର୍ଥୀଭୋଟ%±%
ବିଜଦଦେବାଶିଷ ନାୟକ୫୫,୮୪୨୫୧.୨୩-
କଂଗ୍ରେସନବ କିଶୋର ସାମଲ୪୪,୦୭୫୪୦.୪୩-
ଭାଜପାଜଗନ୍ନାଥ ପ୍ରସାଦ ସାମଲ୬,୮୮୮୬.୩୨-
ସମୃଦ୍ଧ ଓଡ଼ିଶା ମନୋରଞ୍ଜନ ଜେନା୮୪୧୦.୭୭-
ବସପାରୋହିତ କୁମାର ମଲ୍ଲିକ୭୪୧୦.୬୮-
ସପାଅଶୋକ କୁମାର ମହାନ୍ତି୬୧୮୦.୫୭-
ଭୋଟ ବ୍ୟବଧାନ୧୧,୭୬୭୧୦.୭୯*-
ମତଦାନ ହାର୧,୦୯,୦୫୨୫୮.୮୭-

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ

୧୯୭୪ରୁ ୨୦୧୪ ମଧ୍ୟରେ ମୋଟ ୧୦ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ବରୀ-ଡେରାବିଶ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ବିଧାୟକ ଗଣ

ଆଧାର

ବାହାର ତଥ୍ୟ