ରେଭେଫେନାସିନ
ଏହା ଏକ ଔଷଧ ଯାହାକି କ୍ରନିକ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗର (COPD) ଦୀର୍ଘକାଳୀନ ଚିକିତ୍ସା ପାଇଁ ବ୍ୟବହୃତ ହୁଏ ।
ରେଭେଫେନାସିନ (ଇଂରାଜୀ ଭାଷାରେ Revefenacin), ୟୁପେଲି ବେପାର ନାମ, ହେଉଛି ଏକ ଔଷଧ ଯାହାକି କ୍ରନିକ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗର (COPD) ଦୀର୍ଘକାଳୀନ ଚିକିତ୍ସା ପାଇଁ ବ୍ୟବହୃତ ହୁଏ ।[୧] ଏହାକୁ ପ୍ରଶ୍ୱାସରେ ଫୁସଫୁସ ଭିତରକୁ ନିଆଯାଏ ।
![]() | |
Clinical data | |
---|---|
Trade names | Yupelri |
AHFS/Drugs.com | monograph |
MedlinePlus | a619009 |
Pregnancy category |
|
Routes of administration | Inhalation |
Legal status | |
Legal status |
|
Chemical and physical data | |
Formula | C35H43N5O4 |
Molar mass | ୫୯୭.୭୬ g·mol−1 |
3D model (JSmol) | |
SMILES
| |
InChI
|
ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ କାଶ, ଉର୍ଦ୍ଧ୍ୱ ଶ୍ୱାସନଳୀ ସଂକ୍ରମଣ, ମୁଣ୍ଡବିନ୍ଧା ଏବଂ ପିଠି ଯନ୍ତ୍ରଣା ହୋଇପାରେ ।[୨] ଅନ୍ୟ ପାର୍ଶ୍ୱ ପ୍ରତିକ୍ରିୟାରେ ଆଲର୍ଜି ପ୍ରତିକ୍ରିୟା, ବ୍ରୋଙ୍କୋସ୍ପାଜ୍ମ ଏବଂ ମୂତ୍ର ଧାରଣ ହୋଇପାରେ ।[୧] ଏହା ଏକ ଦୀର୍ଘକାଳୀନ କାର୍ଯ୍ୟକାରୀ ମସ୍କାରିନିକ୍ ବିରୋଧୀ (LAMA) ଔଷଧ ।
୨୦୧୮ ମସିହାରେ ଯୁକ୍ତରାଷ୍ଟ୍ରରେ ଚିକିତ୍ସା କ୍ଷେତ୍ରରେ ବ୍ୟବହାର ପାଇଁ ରେଭେଫେନାସିନ ଅନୁମୋଦିତ ହୋଇଥିଲା ।[୧] ୨୦୨୧ ସୁଦ୍ଧା ଏହା ବ୍ରିଟେନ କିମ୍ବା ୟୁରୋପରେ ଉପଲବ୍ଧ ନୁହେଁ ।[୩] ଯୁକ୍ତରାଷ୍ଟ୍ରରେ ଏହା ପିଛା ମାସକୁ ପ୍ରାୟ ୧୧୦୦ ଡଲାର ଖର୍ଚ୍ଚ ହୁଏ ।[୪]
ଆଧାର
🔥 Top keywords: ପ୍ରଧାନ ପୃଷ୍ଠାମୋହନ ଚରଣ ମାଝୀମନମୋହନ ସାମଲବିଶେଷ:ଖୋଜନ୍ତୁଲକ୍ଷ୍ମୀକାନ୍ତ ମହାପାତ୍ରଗଙ୍ଗାଧର ମେହେରଗୋପବନ୍ଧୁ ଦାସଓଡ଼ିଆ ଭାଷାରଜମଧୁସୂଦନ ଦାସଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରସାରଳା ଦାସବନ୍ଦେ ଉତ୍କଳ ଜନନୀକୋଣାର୍କ ସୂର୍ଯ୍ୟ ମନ୍ଦିରଜଗନ୍ନାଥ ଦାସhjek3ମହାତ୍ମା ଗାନ୍ଧୀଦ୍ୱିତୀୟ ବିଶ୍ୱଯୁଦ୍ଧକୃଷ୍ଣଚନ୍ଦ୍ର ପାଣିଗ୍ରାହୀଉପେନ୍ଦ୍ର ଭଞ୍ଜଓଡ଼ିଆ ସାହିତ୍ୟସୁରେନ୍ଦ୍ର ମହାନ୍ତିପ୍ରତିଭା ରାୟଅନନ୍ତ ପଟ୍ଟନାୟକଓଡ଼ିଶାକୁନ୍ତଳା କୁମାରୀ ସାବତମୁଦ୍ରା ଚିହ୍ନଭି. କାର୍ତ୍ତିକେୟ ପାଣ୍ଡିଆନwiki.phtmlପଠାଣି ସାମନ୍ତଲିଙ୍ଗରାଜ ମନ୍ଦିରମଧୁସୂଦନ ରାଓରାଧାନାଥ ରାୟଜଗନ୍ନାଥବିଶେଷ:ନଗଦବଦଳସଚ୍ଚିଦାନନ୍ଦ ରାଉତରାୟଭାରତସିକ୍ଲ ସେଲ୍ ରୋଗ