ଆସାନସୋଲ
ଆସାନସୋଲ ଏକ ଭାରତୀୟ ପୌର ପରିଷଦ (Municipal Corporation) ଅଟେ । ଏହା ପଶ୍ଚିମବଙ୍ଗର ବର୍ଦ୍ଧମନ୍ ଜିଲ୍ଲାରେ ଅବସ୍ଥିତ ।
ଭୌଗଳିକ ଅବସ୍ଥିତି
ଆସାନସୋଲ ୨୩.୬୮୩୩ ଉତ୍ତର ଅକ୍ଷାଂଶ ଓ ୮୬.୯୮୩୩ ପୂର୍ବ ଦ୍ରାଘିମାରେ ଅବସ୍ଥିତ । ସମୁଦ୍ର ପତନଠାରୁ ଏହା ୩୧୮ ଫୁଟ ଉଚ୍ଚତାରେ ରହିଛି ।[୧]
ଜନସଂଖ୍ୟା ଓ ସାକ୍ଷରତା
୨୦୦୧ ମସିହାର ଭାରତୀୟ ଜନଗଣନା ଅନୁସାରେ, ଆସାନସୋଲ ସହରର ମୋଟ ଜନସଂଖ୍ୟା ୪୮୬୩୦୪ ଅଟେ ।[୨] ସେଥି ମଧ୍ୟରୁ ୫୨.୭୬% ଜଣ ପରୁଷ ହୋଇଥିବା ବେଳେ ୪୭.୨୪% ଜଣ ନାରୀ ଅଟନ୍ତି । ଆସାନସୋଲର ସାକ୍ଷରତା ହାର ୭୨.୫୭% ଅଟେ । ଏହା ଜାତୀୟ ହାରଠାରୁ ୭.୭୩% ପ୍ରତିଶତ କମ ଅଟେ । ସେଥିରୁ ୪୧.୪୮% ପ୍ରତିଶତ ପୁରୁଷ ଓ ୩୧.୧୦% ନାରୀ ଅଟନ୍ତି । ୧୦.୫୧% ଲୋକ ସେଠାରେ ୬ ବର୍ଷ ବୟସରୁ କମ ବୟସ୍କ ଅଟନ୍ତି ।[୨]
ଭାଷା
ବଙ୍ଗାଳୀ ଆସାନସୋଲର ସରକାରୀ ଭାଷା ଅଟେ ।
ଆହୁରି ପଢନ୍ତୁ
ଆଧାର
ବାହାର ଲିଙ୍କ
🔥 Top keywords: ପ୍ରଧାନ ପୃଷ୍ଠାମୋହନ ଚରଣ ମାଝୀମନମୋହନ ସାମଲବିଶେଷ:ଖୋଜନ୍ତୁଲକ୍ଷ୍ମୀକାନ୍ତ ମହାପାତ୍ରଗଙ୍ଗାଧର ମେହେରଗୋପବନ୍ଧୁ ଦାସଓଡ଼ିଆ ଭାଷାରଜମଧୁସୂଦନ ଦାସଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରସାରଳା ଦାସବନ୍ଦେ ଉତ୍କଳ ଜନନୀକୋଣାର୍କ ସୂର୍ଯ୍ୟ ମନ୍ଦିରଜଗନ୍ନାଥ ଦାସhjek3ମହାତ୍ମା ଗାନ୍ଧୀଦ୍ୱିତୀୟ ବିଶ୍ୱଯୁଦ୍ଧକୃଷ୍ଣଚନ୍ଦ୍ର ପାଣିଗ୍ରାହୀଉପେନ୍ଦ୍ର ଭଞ୍ଜଓଡ଼ିଆ ସାହିତ୍ୟସୁରେନ୍ଦ୍ର ମହାନ୍ତିପ୍ରତିଭା ରାୟଅନନ୍ତ ପଟ୍ଟନାୟକଓଡ଼ିଶାକୁନ୍ତଳା କୁମାରୀ ସାବତମୁଦ୍ରା ଚିହ୍ନଭି. କାର୍ତ୍ତିକେୟ ପାଣ୍ଡିଆନwiki.phtmlପଠାଣି ସାମନ୍ତଲିଙ୍ଗରାଜ ମନ୍ଦିରମଧୁସୂଦନ ରାଓରାଧାନାଥ ରାୟଜଗନ୍ନାଥବିଶେଷ:ନଗଦବଦଳସଚ୍ଚିଦାନନ୍ଦ ରାଉତରାୟଭାରତସିକ୍ଲ ସେଲ୍ ରୋଗ