ରାମଚନ୍ଦ୍ର କଦମ
ଓଡ଼ିଆ ରାଜନୀତିଜ୍ଞ
ରାମଚନ୍ଦ୍ର କଦମ (ଜନ୍ମ: ୧୦ ନଭେମ୍ବର ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୧୯୯୫ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଟ୍ଟାଙ୍ଗି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାମଚନ୍ଦ୍ର କଦମ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ଜୟରାମ ପାଙ୍ଗୀ |
ପର ଅଧିକାରୀ | ପ୍ରଫୁଲ୍ଲ କୁମାର ପାଙ୍ଗୀ |
ନିର୍ବାଚନ ମଣ୍ଡଳୀ | ପଟ୍ଟାଙ୍ଗି |
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ଜୟରାମ ପାଙ୍ଗୀ |
ପର ଅଧିକାରୀ | ଜୟରାମ ପାଙ୍ଗୀ |
ନିର୍ବାଚନ ମଣ୍ଡଳୀ | ପଟ୍ଟାଙ୍ଗି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୦ ନଭେମ୍ବର ୧୯୬୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଦେବକୀ କଦମ |
ସନ୍ତାନ | ୨ |
ବାପା/ବୋଉ | ଉଦ୍ଧବ କଦମ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ରାମଚନ୍ଦ୍ର କଦମ ୧୯୬୪ ମସିହାର ନଭେମ୍ବର ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଦ୍ଧବ କଦମ ଓ ପତ୍ନୀଙ୍କ ନାମ ଦେବକୀ କଦମ ।[୧]
ରାଜନୈତିକ ଜୀବନ
ରାମଚନ୍ଦ୍ର କଦମ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
🔥 Top keywords: ପ୍ରଧାନ ପୃଷ୍ଠାମୋହନ ଚରଣ ମାଝୀମନମୋହନ ସାମଲବିଶେଷ:ଖୋଜନ୍ତୁଲକ୍ଷ୍ମୀକାନ୍ତ ମହାପାତ୍ରଗଙ୍ଗାଧର ମେହେରଗୋପବନ୍ଧୁ ଦାସଓଡ଼ିଆ ଭାଷାରଜମଧୁସୂଦନ ଦାସଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରସାରଳା ଦାସବନ୍ଦେ ଉତ୍କଳ ଜନନୀକୋଣାର୍କ ସୂର୍ଯ୍ୟ ମନ୍ଦିରଜଗନ୍ନାଥ ଦାସhjek3ମହାତ୍ମା ଗାନ୍ଧୀଦ୍ୱିତୀୟ ବିଶ୍ୱଯୁଦ୍ଧକୃଷ୍ଣଚନ୍ଦ୍ର ପାଣିଗ୍ରାହୀଉପେନ୍ଦ୍ର ଭଞ୍ଜଓଡ଼ିଆ ସାହିତ୍ୟସୁରେନ୍ଦ୍ର ମହାନ୍ତିପ୍ରତିଭା ରାୟଅନନ୍ତ ପଟ୍ଟନାୟକଓଡ଼ିଶାକୁନ୍ତଳା କୁମାରୀ ସାବତମୁଦ୍ରା ଚିହ୍ନଭି. କାର୍ତ୍ତିକେୟ ପାଣ୍ଡିଆନwiki.phtmlପଠାଣି ସାମନ୍ତଲିଙ୍ଗରାଜ ମନ୍ଦିରମଧୁସୂଦନ ରାଓରାଧାନାଥ ରାୟଜଗନ୍ନାଥବିଶେଷ:ନଗଦବଦଳସଚ୍ଚିଦାନନ୍ଦ ରାଉତରାୟଭାରତସିକ୍ଲ ସେଲ୍ ରୋଗ