ରୋହିତ ଜୋଶେଫ ତିର୍କୀ
ଓଡ଼ିଆ ରାଜନେତା
ରୋହିତ ଜୋଶେଫ ତିର୍କୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରୋହିତ ଜୋଶେଫ ତିର୍କୀ | |
---|---|
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୫ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ଶଙ୍କର ଓରାମ |
ନିର୍ବାଚନ ମଣ୍ଡଳୀ | ବୀରମିତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୪,୧୧୬ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ଶଙ୍କର ଓରାମଙ୍କୁ ୬,୮୮୪ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଆଧାର
🔥 Top keywords: ପ୍ରଧାନ ପୃଷ୍ଠାମୋହନ ଚରଣ ମାଝୀମନମୋହନ ସାମଲବିଶେଷ:ଖୋଜନ୍ତୁଲକ୍ଷ୍ମୀକାନ୍ତ ମହାପାତ୍ରଗଙ୍ଗାଧର ମେହେରଗୋପବନ୍ଧୁ ଦାସଓଡ଼ିଆ ଭାଷାରଜମଧୁସୂଦନ ଦାସଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରସାରଳା ଦାସବନ୍ଦେ ଉତ୍କଳ ଜନନୀକୋଣାର୍କ ସୂର୍ଯ୍ୟ ମନ୍ଦିରଜଗନ୍ନାଥ ଦାସhjek3ମହାତ୍ମା ଗାନ୍ଧୀଦ୍ୱିତୀୟ ବିଶ୍ୱଯୁଦ୍ଧକୃଷ୍ଣଚନ୍ଦ୍ର ପାଣିଗ୍ରାହୀଉପେନ୍ଦ୍ର ଭଞ୍ଜଓଡ଼ିଆ ସାହିତ୍ୟସୁରେନ୍ଦ୍ର ମହାନ୍ତିପ୍ରତିଭା ରାୟଅନନ୍ତ ପଟ୍ଟନାୟକଓଡ଼ିଶାକୁନ୍ତଳା କୁମାରୀ ସାବତମୁଦ୍ରା ଚିହ୍ନଭି. କାର୍ତ୍ତିକେୟ ପାଣ୍ଡିଆନwiki.phtmlପଠାଣି ସାମନ୍ତଲିଙ୍ଗରାଜ ମନ୍ଦିରମଧୁସୂଦନ ରାଓରାଧାନାଥ ରାୟଜଗନ୍ନାଥବିଶେଷ:ନଗଦବଦଳସଚ୍ଚିଦାନନ୍ଦ ରାଉତରାୟଭାରତସିକ୍ଲ ସେଲ୍ ରୋଗ